Corona Virus Odisha: ରାଜ୍ୟରେ ୧୧ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ; ମୋଟ ମୃତ୍ୟୁ ୧୩୦୮

Share this:

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୧୧ କରୋନା (Covid-19 ) ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ବର୍ତ୍ତମାନ ମୋଟ ମୃତ୍ୟୁ ସଂଖ୍ୟା ୧୩୦୮ ରେ ପହଞ୍ଚିଛି। ମୃତଙ୍କ ମଧ୍ୟରେ ଭୁବନେଶ୍ଵର ଓ କଟକ ଜିଲାରୁ ୨ ଜଣ ଲେଖାଏଁ, ନୂଆପଡ଼ା, ଅନୁଗୋଳ, ଗଞ୍ଜାମ, ଝାରସୁଗୁଡା, ଖୋର୍ଦ୍ଧା, ରାୟଗଡା ଓ କନ୍ଧମାଳ ଜିଲ୍ଲାରୁ ଜଣେ ଲେଖାଏଁ ଅଛନ୍ତି। ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଟ୍ଵିଟର ଯୋଗେ ଦିଆଯାଇଛି।

Also Read | Unlock 5.0 ପାଇଁ ପ୍ରକାଶିତ ନିର୍ଦ୍ଦେଶାବଳୀ ନଭେମ୍ବର ୩୦ ପର୍ଯ୍ୟନ୍ତ ବଢିଲା

Share this: