Covid Active Cases Odisha: ଆଜି ଓଡିଶାରୁ ୫୩ ଚିହ୍ନଟ
ଭୁବନେଶ୍ଵର: Covid Active Cases Odisha ଗତକାଲି ଓଡ଼ିଶାରୁ ୫୭ଜଣ କରୋନା ସଂକ୍ରମିତ (Covid Active Cases Odisha) ଚିହ୍ନଟ ହୋଇଥିବାବେଳେ ଆଜି ରାଜ୍ୟରୁ ଗତ ୨୪ ଘଣ୍ଟାରେ ୫୩ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି କରୋନା ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷ ମଧ୍ୟରେ ୭ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍ ସେଣ୍ଟର (Quarantine) ରୁ ୩୧ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୨୨ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଆଜି ରାଜ୍ୟରୁ ଚିହ୍ନଟଙ୍କ ମଧ୍ୟରେ ବାଲେଶ୍ଵରରୁ ୪ଜଣ, ବରଗଡ଼ରୁ ଜଣେ, ବଲାଙ୍ଗୀରିରୁ ଜଣେ, କଟକରୁ ୩ଜଣ, ଦେଓଗଡ଼ରୁ ଜଣେ,ଜଗତସିଂପୁରରୁ ୨ଜଣ, କଳାହାଣ୍ଡିରୁ ଜଣେ, ଖୋର୍ଦ୍ଧାରୁ ୧୧ଜଣ, ମୟୂରଭଞ୍ଜରୁ ୨ଜଣ, ନବରଂଗପୁରରୁ ଜଣେ, ନୟାଗଡରୁ ଜଣେ, ନୂଆପଡ଼ାରୁ ଜଣେ ଚିହ୍ନଟ ହୋଇଛନ୍ତି। ସେହିପରି ପୁରୀରୁ ୫ଜଣ, ରାୟଗଡ଼ରୁ ଜଣେ, ସମ୍ବଲପୁରରୁ ୭ଜଣ, ସୁନ୍ଦରଗଡରୁ ୮ଜଣ ଚିହ୍ନଟ ହୋଇଛନ୍ତି। ଏଥିସହିତ ଷ୍ଟେଟ୍ ପୁଲରୁ ୨ଜଣ ଚିହ୍ନଟ ହୋଇଛନ୍ତି।
ADVT
YOU MIGHT ALSO LIKE IT
ଆଜି ସୁଦ୍ଧା ଓଡ଼ିଶାରେ ୩ କୋଟି ୩୭ ଲକ୍ଷ ୭୮ହଜାର ୭୪ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୧୩ ଲକ୍ଷ ୩୫ ହଜାର ୮୬୧ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୬୫ଜଣ ସୁସ୍ଥ ହେବା ସହିତ ମୋଟ ୧୩ ଲକ୍ଷ ୨୬ହଜାର ୧୭୦ଜଣ ସୁସ୍ଥ ହୋଇଛନ୍ତି। ସୁନ୍ଦରଗଡ଼ରୁ ୨୧ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ଖୋର୍ଦ୍ଧା ଏବଂ ପୁରୀରୁ ୯ ଜଣ ଲେଖାଏଁ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିପରି କଟକରୁ ୫ଜଣ, ସମ୍ବଲପୁରରୁ ୪ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ବାଲେଶ୍ୱର, ବଲାଙ୍ଗୀର, ଦେବଗଡ଼, ଜଗତସିଂହପୁର, ଯାଜପୁର ଏବଂ କଳାହାଣ୍ଡିରୁ ୨ଜଣ ଲେଖାଏଁ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।, ବରଗଡ଼, ମୟୂରଭଞ୍ଜ ଏବଂ ନବରଙ୍ଗପୁରରୁ ଜଣେ ଲେଖାଏଁ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୪୩୫ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।
ADVT
Read Also
- Subhadra Yojana Online Form Apply 2024: SHG ମହିଳା ସୁଭଦ୍ରା ଯୋଜନାରୁ ବାଦ!,ସେପ୍ଟେମ୍ବର ୧୭ରେ ଶୁଭାରମ୍ଭ
- Naveen Patnaik: ସଂସଦରେ ନବୀନଙ୍କୁ ପ୍ରଶଂସା କଲେ ଅମିତ ଶାହା
- Ayodhya Ram Mandir: ରାମ ମନ୍ଦିରକୁ ସବୁଠୁ ବଡ଼ ଦାନ; ଗୁଜରାଟର ଜଣେ ବ୍ୟକ୍ତିଙ୍କ ୧୦୧ କେଜି ସୁନା ଦାନ, ଜାଣନ୍ତୁ କିଏ
- Street Crime Helpline Number: ବଟି ଓ ପୂଜା ଚାନ୍ଦା କେହି ମାଗୁଛି କି?; କରନ୍ତୁ ଅଭିଯୋଗ,ଟୋଲ ଫ୍ରି ନମ୍ବର ଜାରି
- Odisha Covid-19 Guidelines 2023: ଓଡ଼ିଶାରେ ଆସିବ ନୂଆ କୋଭିଡ ଗାଇଡଲାଇନ, ଭାରତରେ ୧୫୯୦ ନୂଆ କରୋନା ପଜିଟିଭ ଚିହ୍ନଟ