ଦଳରେ ୪୫ ସଚିବ ଏବଂ ୪୧ ଯୁଗ୍ମ ସଚିବଙ୍କୁ ନିଯୁକ୍ତ କଲେ ବିଜେଡ଼ି ସଭାପତି ନବୀନ ପଟ୍ଟନାୟକ

Share this:

ଭୁବନେଶ୍ଵର: ବିଜୁ ଜନତା ଦଳ (BJD) ପକ୍ଷରୁ ଆଜି ୪୫ ଜଣଙ୍କୁ ସଚିବ ଓ ୪୧ ଜଣଙ୍କୁ ଯୁଗ୍ମ ସଚିବ ଭାବେ ନିଯୁକ୍ତ କରିଛନ୍ତି ବିଜେଡ଼ି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପଞ୍ଚାୟତ ନିର୍ବାଚନକୁ ଆଖିରେ ରଖି ବିଜେଡ଼ି ତାର ଦଳକୁ ଆହୁରି ମଜବୁତ କରିଛି। ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସଙ୍ଗଠନକୁ ସୁଦୃଢ଼ କରୁଛନ୍ତି। ଦଳର ଗଣମାଧ୍ୟମ ବ୍ୟାପାର ସାଧାରଣ ସମ୍ପାଦକ ମାନସ ରଞ୍ଜନ ମଙ୍ଗରାଜ ଏ ସମ୍ପର୍କରେ ସୂଚନା ଦେଇଛନ୍ତି।

BJD SECRETARY LIST

Adv: ମାତ୍ର 150 ଟଙ୍କାରେ…

Share this: