Weather Report Odisha: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୬ଟି ଜିଲ୍ଲାରେ ଘଡଘଡ଼ି ସହ ବର୍ଷା ହେବାର ସମ୍ଭାବନା
ଭୁବନେଶ୍ଵର: ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ୧୬ଟି ଜିଲ୍ଲାରେ ଘଡଘଡ଼ି ସହ ବର୍ଷା ହେବାର ସମ୍ଭାବନା ଥିବାବେଳେ ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ହେବା ନେଇ ଭୁବନେଶ୍ୱରସ୍ଥିତ
Read More
