Covid Cases Odisha: ଓଡିଶାରୁ ଆଜି ଆଉ ୧୧ ହଜାର ୬୦୭ କରୋନା ସଂକ୍ରମିତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ଵର:ଓଡ଼ିଶାରେ କରୋନା (Coronavirus) ସଙ୍କ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢି ଚାଲିଛି। ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୧ ହଜାର ୬୦୭ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
Read More