Covid-19 Odisha Updates: ଆଜି ୧୯ ଜିଲ୍ଲାରୁ ୮୭ଜଣ ନୂଆ କରୋନା ପଜିଟିଭ ଚିହ୍ନଟ
ଭୁବନେଶ୍ଵର: ରାଜ୍ୟରୁ ଆଜି ୧୯ଜିଲ୍ଲାରୁ ୮୭ଜଣ କରୋନା (Corona) ଆକ୍ରନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍ ସେଣ୍ଟର (Quarantine) ରୁ ୫୩ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା
Read More
