Weather Report: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ବୃଦ୍ଧି, ଢେଙ୍କାନାଳ ସମେତ ୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି, ବଢିବ ତାତି
ଭୁବନେଶ୍ଵର: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ବୃଦ୍ଧି ପାଇବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ଦିନର ସର୍ବୋଚ୍ଚ ତାପମାତ୍ରା ୪୩.୨ ଡିଗ୍ରୀ ସେଲସିୟସ୍ ଭୁବନେଶ୍ୱର (Bhubaneswar) ଠାରେ
Read More