ସେପ୍ଟେମ୍ବର ପ୍ରଥମ ସପ୍ତାହରେ ଯୁକ୍ତ ଦୁଇ କଳା ଓ ଧନ୍ଦାମୂଳକ ପରୀକ୍ଷାଫଳ

Share this:

ଭୁବନେଶ୍ୱର: ପୂର୍ବରୁ ଘୋଷଣା ହୋଇଥିଲା ଯେ CHSE ପରିଚାଳିତ +୨ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ ଅଗଷ୍ଟ ଶେଷ ସୁଦ୍ଧା ପ୍ରକାଶିତ ହେବ। ବର୍ତ୍ତମାନ କିନ୍ତୁ ଏହା  ସେପ୍ଟେମ୍ବର ପ୍ରଥମ ସପ୍ତାହରେ ପରୀକ୍ଷାଫଳ ପ୍ରକାଶ ପାଇବ।। ଏ ନେଇ ମଙ୍ଗଳବାର ସ୍କୁଲ ଓ ଗଣଶିକ୍ଷା ବିଭାଗ ମନ୍ତ୍ରୀ ସମୀର ରଞ୍ଜନ ଦାସ ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ ପୂର୍ବରୁ ଯୁକ୍ତ ୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷାଫଳ ପ୍ରକାଶିତ ହୋଇସାରିଛି।  +୨ କଳା ଓ ଧନ୍ଦାମୂଳକ ଶିକ୍ଷା ବିଭାଗର ଉତ୍ତର ଖାତାଗୁଡ଼ିକର ମୂଲ୍ୟାୟନ ଶେଷ ପର୍ଯ୍ୟାୟ‌ରେ ପହଞ୍ଚିଛି।

Also Read:

ଓଡ଼ିଶାର ଦୁର୍ଗମ ଅଞ୍ଚଳରେ ଗୁଣାତ୍ମକ ଶିକ୍ଷା ପ୍ରଦାନ କରିବାର ଦୂରଦୃଷ୍ଟିକୁ ପୂରଣ କରୁଛି ପ୍ରଧାନମନ୍ତ୍ରୀଙ୍କ ପଦକ୍ଷେପ-ଧର୍ମେନ୍ଦ୍ର ପ୍ରଧାନ

ସ୍ନାତକ ମାର୍କ ଅନୁସାରେ MBA, PGDM ରେ ଏ ବର୍ଷ ଆଡମିଶନ ପାଇଁ AICTE ର ଅନୁମତି

ଚଳିତ ବର୍ଷ ପାଠ୍ୟ ସିଲାବସ୍‌ କମିବ:ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ

Share this: