Covid-19 Odisha Updates: ଆଜି ୨୨ ଜିଲ୍ଲାରୁ ୮୧ଜଣ ନୂଆ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ଵର: ରାଜ୍ୟରୁ ଆଜି ୨୨ଜିଲ୍ଲାରୁ ୮୧ଜଣ କରୋନା ଆକ୍ରନ୍ତ ଚିହ୍ନଟ ହୋଇଛନ୍ତି। ଆଜି ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍ ସେଣ୍ଟର (Quarantine) ରୁ ୪୯ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳ (Local Contacts) ରୁ ୩୨ଜଣ ସଂକ୍ରମିତ ହୋଇଛନ୍ତି। ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଆଜି ଅନୁଗୋଳ ଜିଲ୍ଲାରୁ ଜଣେ, ବାଲେଶ୍ଵରରୁ ୬ଜଣ, ବରଗଡ଼ରୁ ୭ଜଣ, ଭଦ୍ରକ ଜିଲ୍ଲାରୁ ୪ଜଣ, କଟକରୁ ୩ଜଣ, ଦେଓଗଡରୁ ୧ଜଣ, ଗଜପତି ଓ ଗଞ୍ଜାମ ଜିଲ୍ଲାରୁ ଜଣେ ଲେଖାଏଁ, ଯାଜପୁରରୁ ୪ଜଣ,ଜଗତସିଂପୁରରୁ ୪ଜଣ, ଝାରସୁଗୁଡାରୁ ୫ଜଣ, କଳାହାଣ୍ଡି ଓ କେନ୍ଦ୍ରାପଡାରୁ ଜଣେ ଲେଖାଏଁ, ଖୋର୍ଦ୍ଧା ଜିଲ୍ଲାରୁ ୬ଜଣ, ମୟୁରଭଞ୍ଜରୁ ୮ଜଣ, ନବରଙ୍ଗପୁରରୁ ଜଣେ, ନବରଙ୍ଗପୁର ଓ ନୂଆପଡ଼ାରୁ ଜଣେ ଲେଖାଏଁ, ପୁରୀରୁ ୨ଜଣ, ସମ୍ବଲପୁରରୁ ୧୫ଜଣ, ସୋନପୁରରୁ ଜଣେ, ସୁନ୍ଦରଗଡରୁ ୬ଜଣ ଏବଂ ଷ୍ଟେଟ୍ ପୁଲ (State Pool) ରୁ ଜଣେ ସଂକ୍ରମିତ ହୋଇଛନ୍ତି।
ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ୮୪ଲକ୍ଷ ୫ହଜାର ୪୨ଟି ନମୂନା ପରୀକ୍ଷା କରାଯାଇଛି। ସେଥିମଧ୍ୟରୁ ୩ ଲକ୍ଷ ୩୭ହଜାର ୫୨୯ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୬୪ଜଣ ସୁସ୍ଥ ହେବା ସହିତ ମୋଟ ୩ ଲକ୍ଷ ୩୪ ହଜାର ୭୬୭ଜଣ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୭୯୨ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।
RECOMMENDED DEALS
AmazonBasics 109cm (43 inches) Fire TV Edition 4K Ultra HD Smart LED TV AB43U20PS (Black)
(as of April 14, 2021 - More infoProduct prices and availability are accurate as of the date/time indicated and are subject to change. Any price and availability information displayed on [relevant Amazon Site(s), as applicable] at the time of purchase will apply to the purchase of this product.)eAirtec 61 cms (24 inches) HD Ready LED TV 24DJ (Black) (2020 Model)
₹ 7,299.00 (as of April 14, 2021 - More infoProduct prices and availability are accurate as of the date/time indicated and are subject to change. Any price and availability information displayed on [relevant Amazon Site(s), as applicable] at the time of purchase will apply to the purchase of this product.)Samsung 138 cm (55 inches) Wondertainment Series Ultra HD LED Smart TV UA55TUE60FKLXL (Titan Gray)
(as of April 14, 2021 - More infoProduct prices and availability are accurate as of the date/time indicated and are subject to change. Any price and availability information displayed on [relevant Amazon Site(s), as applicable] at the time of purchase will apply to the purchase of this product.)Sony Bravia 108 cm (43 inches) 4K Ultra HD Smart Android LED TV 43X7400H (Black) (2020 Model)
₹ 49,990.00 (as of April 14, 2021 - More infoProduct prices and availability are accurate as of the date/time indicated and are subject to change. Any price and availability information displayed on [relevant Amazon Site(s), as applicable] at the time of purchase will apply to the purchase of this product.)Vu 108 cm (43 inches) Full HD UltraAndroid LED TV 43GA (Black) (2019 Model)
₹ 25,999.00 (as of April 14, 2021 - More infoProduct prices and availability are accurate as of the date/time indicated and are subject to change. Any price and availability information displayed on [relevant Amazon Site(s), as applicable] at the time of purchase will apply to the purchase of this product.)Also Read |WhatsApp କଲିଂରେ ଅଧିକ ଡାଟା ଖର୍ଚ୍ଚ ହେଉଛି କି? ଆପଣାନ୍ତୁ ଏହି କୌଶଳ