ପୁଣି ଆଜି ୧୩୫ କରୋନା ଆକ୍ରନ୍ତ ସୁସ୍ଥ

Share this:

ରାଜ୍ୟର ୧୭ଟି ଜିଲ୍ଲାରୁ ୧୩୫ ଜଣ କରୋନା ଆକ୍ରାନ୍ତ ଆଜି ସୁସ୍ଥ ହୋଇଛନ୍ତି। ସର୍ବାଧିକ ଗଂଜାମ ଜିଲ୍ଲାରୁ ଆଜି ୪୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

ସେହିପରି ଖୋର୍ଦ୍ଧା ଜିଲ୍ଲାରୁ ୧୯ ଜଣ, କଳାହାଣ୍ଡି ଜିଲ୍ଲାରୁ ୧୬ ଜଣ, ଜଗତ୍‌ସିଂହପୁର ଜିଲ୍ଲାରୁ ୧୪ ଜଣ, କଟକ ଜିଲ୍ଲାରୁ ୬ ଜଣ, ପୁରୀ,ଯାଜପୁର ଓ ଅନୁଗୁଳ ଜିଲ୍ଲାରୁ ୪ ଜଣ ଲେଖାଏଁ କରୋନା ଆକ୍ରନ୍ତ ସୁସ୍ଥ ହୋଇଛନ୍ତି। ସେହିପରି ସୁନ୍ଦରଗଡ଼ ଜିଲ୍ଲାରୁ ୩, କେନ୍ଦୁଝର ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ ଜଣ ଲେଖାଏଁ  ସୁସ୍ଥ ହୋଇଛନ୍ତି । ସମ୍ବଲପୁର ,ବରଗଡ଼, ମୟୂରଭଂଜ, ଭଦ୍ରକ ଓ ଝାରସୁଗୁଡ଼ା ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରନ୍ତ   ସୁସ୍ଥ ହୋଇଛନ୍ତି ବୋଲି ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଜଣାପଡିଛି ।

Share this: