Breaking NewsCORONA UPDATESଓଡ଼ିଶା

Covid19 Bhubaneswar Updates: ଆଜି ୩୪୯ କରୋନା ପିଜିଟିଭ ଚିହ୍ନଟ ଏବଂ ସୁସ୍ଥ ହେଲେ ୩୭୩ ଜଣ

Share this:

ଭୁବନେଶ୍ୱର: ଭୁବନେଶ୍ୱରରୁ ଆଜି ୩୪୯ ଜଣ କରୋନା ପଜିଟିଭ (Corona Positive) ଚିହ୍ନଟ ହୋଇଛନ୍ତି। ଏଥି ସହିତ ୩୭୩ ଜଣ ଆକ୍ରାନ୍ତ ସୁସ୍ଥ ମଧ୍ୟ ହୋଇଛନ୍ତି।

ଭୁବନେଶ୍ୱର ମହାନଗର ନିଗମ ଟ୍ଵିଟ ସୂଚନା ଅନୁସାରେ, ଆଜି ଚିହ୍ନଟ ନୂଆ ପଜିଟିଭଙ୍କ ମଧ୍ୟରେ ସଙ୍ଗରୋଧ କେନ୍ଦ୍ରରୁ ୧୨୦ ଜଣ ଓ ସ୍ଥାନୀୟ ଅଂଚଳ (Local Contact Cases) ରୁ ୨୨୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସଙ୍ଗରୋଧକେନ୍ଦ୍ରରୁ ଚିହ୍ନଟ ସମସ୍ତ ଆକ୍ରାନ୍ତ ପୂର୍ବରୁ ଚିହ୍ନିତ କରୋନା ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ସଂକ୍ରମିତ ହୋଇଛନ୍ତି। ସେହିପରି ଆଜି ରାଜଧାନୀ ଭୁବନେଶ୍ୱରରରୁ ୩୯୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

Also Read :

PM SVANidhi:ଉଠା ଦୋକାନୀ ଓ କ୍ଷୁଦ୍ର ବ୍ୟବସାୟୀଙ୍କ ପାଇଁ ୧୦ ହଜାର ଟଙ୍କା ପର୍ଯ୍ୟନ୍ତ ବନ୍ଧକବିହୀନ ଋଣ:ଧର୍ମେନ୍ଦ୍ର ପ୍ରଧାନ

Share this: