E-auction Coal Mines: ଓଡ଼ିଶାର ଦୁଇଟି ଖଣି ସମେତ ୫ ରାଜ୍ୟରେ ନିଲାମ ହେଲା ୮ କୋଇଲା ଖଣି

coal_mines_odisha
Share this:

ନୂଆଦିଲ୍ଲୀ: E-auction Coal Mines of Odisha Rampia and dip side of Rampia ଓଡ଼ିଶାର ଦୁଇଟି ଖଣି ସମେତ ଦେଶର ୫ଟି ରାଜ୍ୟରେ ଥିବା ୮ଟି କୋଇଲା ଖଣି ନିଲାମ ହୋଇଛି। ଏସବୁ ଖଣି ନିଲାମ ପାଇଁ ମନୋନିତ କର୍ତ୍ତୃପକ୍ଷ କୋଇଲା ମନ୍ତ୍ରଣାଳୟ ପକ୍ଷରୁ ଆଜି ଇ-ନିଲାମୀ ମାଧ୍ୟମରେ ଏସବୁ ଖଣି ନିଲାମ କରାଯାଇଛି। ଓଡ଼ିଶାର ଦୁଇଟି ଖଣି ହେଉଛି ରାମପିଆ ଏବଂ ରାମପିଆ ଡିପ୍‌ ସାଇଡ୍‌ କୋଇଲା ଖଣି (Rampia and dip side of Rampia)। 

ଏହି ୮ଟି ମଧ୍ୟରୁ ୫ଟି ଖଣିରୁ ସମ୍ପୂର୍ଣ୍ଣ ଖଣିଜ ଦ୍ରବ୍ୟ ଉତ୍ତୋଳନ କରାଯିବ ଏବଂ ତିନୋଟି ଖଣିରୁ ଆଂଶିକ ଭାବେ ଖଣିଜ ଉତ୍ତୋଳନ କରାଯିବ । ଏହି ଆଠଟି ଖଣିରେ ମୋଟ୍‌ ୨୧୫୭.୪୮ ନିୟୁତ ଟନ କୋଇଲା ଗଚ୍ଛିତ ରହିଛି । ସେହିପରି ଏସବୁ ଖଣିର ସର୍ବାଧିକ ସଞ୍ଚୟୀ ହାର କ୍ଷମତା (ପିଆରସି) ବାର୍ଷିକ ୧୯.୩୧ ନିୟୁତ ଟନ (ଏମଟିପିଏ) ଥିବା ଜଣାଯାଇଛି।

Read Also | Cyber Fraud Odisha: ପିଲା ପାଠପଢୁଥିବା ମୋବାଇଲରେ ବ୍ୟାଙ୍କ ଆକାଉଣ୍ଟ ତଥ୍ୟ ରଖନ୍ତୁ ନାହିଁ: ଆଇଟି ମନ୍ତ୍ରୀ

[amazon_auto_links id=”9939″]

Share this:

Leave a Reply

Your email address will not be published.