Coronavirus India: ଗତ ୨୪ ଘଣ୍ଟାରେ ୪୫,୯୦୩ ଜଣ ନୂଆ ସଂକ୍ରମିତ, ୪୯୦ ମୃତ
ନୂଆଦିଲ୍ଲୀ: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଓ ମୃତକଙ୍କ ସଂଖ୍ୟାରେ ହ୍ରାସ ହେଉଥିବା ଦେଖାଯାଉଛି। ୨୪ ଘଣ୍ଟାରେ ୪୫,୯୦୩ ନୂଆ କରୋନା ପଜିଟିଭ (Corona Virus) ଚିହ୍ନଟ ହୋଇଛନ୍ତି। ଏଥିସହିତ ୪୯୦ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।
କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଅନୁସାରେ ଦେଶରେ ମୋଟ ମୃତକଙ୍କ ସଂଖ୍ୟା ୧,୨୬,୬୧୧ ରେ ପହଞ୍ଚିଛି। ସେହିପରି ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୫,୫୩,୬୫୭ କୁ ବୃଦ୍ଧି ପାଇଛି। ବର୍ତ୍ତମାନ ୫,୦୯,୬୭୩ ଚିକିତ୍ସାଧୀନ ଅବସ୍ଥାରେ ଥିବା ବେଳେ ୭୯,୧୭,୩୭୩ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଗତ ୨୪ ଘଣ୍ଟା ରେ ୪୮,୪୦୫ ଜଣ ସୁସ୍ଥ ହୋଇଛନ୍ତି।
ଭାରତରେ ସକ୍ରିୟ ରୋଗୀଙ୍କ ସଂଖ୍ୟା ମଧ୍ୟ ଦ୍ରୁତଗତିରେ ହ୍ରାସ ପାଇବାରେ ଲାଗିଛି।
With 45,903 new #COVID19 infections, India’s total cases surge to 85,53,657. With 490 new deaths, toll mounts to 1,26,611
— ANI (@ANI) November 9, 2020
Total active cases are 5,09,673 after a decrease of 2,992 in last 24 hours.
Total cured cases are 79,17,373 with 48,405 new discharges in the last 24 hours pic.twitter.com/dUz5G1Vw1u
Also Read | School Reopen: ରାଜ୍ୟରେ ଆସନ୍ତା ଡିସେମ୍ବର ୩୧ ଯାଏଁ ସ୍କୁଲ ବନ୍ଦ
[masterslider id=”3″]