Corona Virus Odisha: ରାଜ୍ୟରେ ୧୨ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ; ମୋଟ ମୃତ୍ୟୁ ୧୨୮୪

Share this:

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୧୨ କରୋନା (Covid-19 ) ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ବର୍ତ୍ତମାନ ମୋଟ ମୃତ୍ୟୁ ସଂଖ୍ୟା ୧୨୮୪ ରେ ପହଞ୍ଚିଛି। ମୃତଙ୍କ ମଧ୍ୟରେ ଭୁବନେଶ୍ଵର, ନୂଆପଡ଼ା ଓ ଝାରସୁଗୁଡା ଜିଲାରୁ ୨ ଜଣ ଲେଖାଏଁ, ସୁନ୍ଦରଗଢ, ସମ୍ବଲପୁର, କଟକ, ଗଞ୍ଜାମ, ପୁରୀ ଓ ନବରଙ୍ଗପୁର ଜିଲ୍ଲାରୁ ଜଣେ ଲେଖାଏଁ ଅଛନ୍ତି। ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଟ୍ଵିଟର ଯୋଗେ ଦିଆଯାଇଛି।

Also Read | Unlock 5.0 ପାଇଁ ପ୍ରକାଶିତ ନିର୍ଦ୍ଦେଶାବଳୀ ନଭେମ୍ବର ୩୦ ପର୍ଯ୍ୟନ୍ତ ବଢିଲା

Share this: