Corona Virus Odisha: ରାଜ୍ୟରେ ୧୩ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ; ମୋଟ ମୃତ୍ୟୁ ୧୨୯୭

death covid odisha

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୧୩ କରୋନା (Covid-19 ) ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ବର୍ତ୍ତମାନ ମୋଟ ମୃତ୍ୟୁ ସଂଖ୍ୟା ୧୨୯୭ ରେ ପହଞ୍ଚିଛି। ମୃତଙ୍କ ମଧ୍ୟରେ ଭୁବନେଶ୍ଵର, ନୂଆପଡ଼ା, ଅନୁଗୋଳ, କଟକ ଓ ବାଲେଶ୍ଵର ଜିଲାରୁ ୨ ଜଣ ଲେଖାଏଁ, ଜଗତସିଂପୁର, କେଉଁଝର ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ଅଛନ୍ତି। ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଟ୍ଵିଟର ଯୋଗେ ଦିଆଯାଇଛି।

Also Read | Unlock 5.0 ପାଇଁ ପ୍ରକାଶିତ ନିର୍ଦ୍ଦେଶାବଳୀ ନଭେମ୍ବର ୩୦ ପର୍ଯ୍ୟନ୍ତ ବଢିଲା

Share this: