Corona Virus Odisha: ରାଜ୍ୟରେ ୧୩ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ; ମୋଟ ମୃତ୍ୟୁ ୧୨୭୨

Share this:

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୧୩ କରୋନା (Covid-19 ) ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ବର୍ତ୍ତମାନ ମୋଟ ମୃତ୍ୟୁ ସଂଖ୍ୟା ୧୨୭୨ ରେ ପହଞ୍ଚିଛି। ମୃତଙ୍କ ମଧ୍ୟରେ ଭୁବନେଶ୍ଵରରୁ ୪ ଜଣ, ନୂଆପଡ଼ା ଜିଲ୍ଲାରୁ ୩ ଜଣ, ଝାରସୁଗୁଡା ଓ କେଉଁଝର ଜିଲାରୁ ୨ ଜଣ ଲେଖାଏଁ, ସୁନ୍ଦରଗଢ ଏବଂ ମାଲକାନଗିରି ଜିଲ୍ଲାରୁ ଜଣେ ଲେଖାଏଁ ଅଛନ୍ତି। ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଟ୍ଵିଟର ଯୋଗେ ଦିଆଯାଇଛି।

Also Read | Onion Price: ପିଆଜ ମୂଲ୍ୟ ହ୍ରାସ ପାଇଁ କେନ୍ଦ୍ରସରକାରଙ୍କ ପଦକ୍ଷେପ; ପାଇକାରି ଓ ଖୁଚୁରା ବେପାରୀ ରଖିପାରିବେନି ଅଧିକ ଷ୍ଟକ

Share this: