Corona Virus Odisha: ରାଜ୍ୟରେ ୧୬ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ; ମୋଟ ମୃତ୍ୟୁ ୧୨୪୫
ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ଦିନରେ ୧୬ କରୋନା (Covid-19 ) ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ବର୍ତ୍ତମାନ ମୋଟ ମୃତ୍ୟୁ ସଂଖ୍ୟା ୧୨୪୫ରେ ପହଞ୍ଚିଛି। ମୃତଙ୍କ ମଧ୍ୟରେ ଅନୁଗୁଳ, ବାଲେଶ୍ୱର, ଢେଙ୍କାନାଳ, ଖୋର୍ଦ୍ଧା ଓ ସୁନ୍ଦରଗଡରୁ ୨ ଜଣ ଲେଖାଏଁ, ବରଗଡ଼, ଗଜପତି, ଗଞ୍ଜାମ, କେନ୍ଦୁଝର, ମାଲକାନଗିରି ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ଅଛନ୍ତି। ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଟ୍ଵିଟର ଯୋଗେ ଦିଆଯାଇଛି।
Regret to inform the demise of sixteen #COVID19 positive patients while under treatment in hospitals.
— H & FW Dept Odisha (@HFWOdisha) October 25, 2020
1.A 70-year old male of Ganjam district who was also suffering from Hypertension & Diabetes Mellitus.
2.A 62-year old male of Bhubaneswar who was also suffering from CKD.
3.A 40-year old female of Dhenkanal district who was also suffering from Hypertension & Diabetes Mellitus.
— H & FW Dept Odisha (@HFWOdisha) October 25, 2020
4.A 46-year old female of Dhenkanal district who was also suffering from Hypertension & Diabetes Mellitus.
5.A 45-year old female of Angul district.
16.A 67-year old male of Bargarh district who was also suffering from Hypertension & Diabetes Mellitus.
— H & FW Dept Odisha (@HFWOdisha) October 25, 2020
Also Read | Onion Price: ପିଆଜ ମୂଲ୍ୟ ହ୍ରାସ ପାଇଁ କେନ୍ଦ୍ରସରକାରଙ୍କ ପଦକ୍ଷେପ; ପାଇକାରି ଓ ଖୁଚୁରା ବେପାରୀ ରଖିପାରିବେନି ଅଧିକ ଷ୍ଟକ