Odisha Weather Report : ରାଜ୍ୟରେ ଅବପାତ ଦୁର୍ବଳ, କିନ୍ତୁ କେତେକ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

Share this:

ଭୂବନେଶ୍ଵର: Odisha Weather Latest Report Updates ଓଡ଼ିଶାରେ ସୃଷ୍ଟି ହୋଇଥିବା ଅବପାତ ଏବେ ଦୁର୍ବଳ ହୋଇପଡିଛି। କିନ୍ତୁ ଦକ୍ଷିଣ-ପୂର୍ବ ମଧ୍ୟପ୍ରଦେଶ (Madhya Pradesh) ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଦୁର୍ବଳ ହୋଇ ଏହା ଏକ ସୁଦୃଶଃ-ଲଘୁଚାପ କ୍ଷେତ୍ର ଭାବେ ସକ୍ରିୟ ରହିଛି। ଏହାର ପ୍ରଭାବରେ ରାଜ୍ୟର କେତେକ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

ସୂଚନା ଅନୁସାରେ ଲଘୁଚାପ ସୃଷ୍ଟି ହେବା ଫଳରେ ରାଜ୍ୟରେ ବର୍ତ୍ତମାନ ମୌସୁମୀ (Monsoon) ସକ୍ରିୟ ହୋଇଛି। ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ
ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ମଧ୍ୟ ଆକଳନ କରିଛି ପାଣିପାଗ ବିଭାଗ। ଏଥିସହିତ ୧୩ ତାରିଖ ଯାଏଁ ଓଡିଶା ଉପକୂଳ ଅଶାନ୍ତ ଥିବାରୁ
ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି।


Read Also | Asia Cup 2022 Winner Sri Lanka: ଶ୍ରୀଲଙ୍କା ଏସିଆ କପ୍‌ ଚମ୍ପିୟାନ

[amazon_auto_links id=”9939″]

Share this:

Leave a Reply

Your email address will not be published. Required fields are marked *