Odisha Assembly Session: ବିଧାନସଭା ଶୀତକାଳୀନ ଅଧିବେଶନ ନଭେମ୍ବର ୨୦ରୁ ଆରମ୍ଭ

Share this:

ଭୁବନେଶ୍ଵର : ନଭେମ୍ବର ୨୦ରୁ ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ (Odisha Assembly Winter Session) ଆରମ୍ଭ ହେବ। ଏହା ଡିସେମ୍ବର ୩୧ ପର୍ଯ୍ୟନ୍ତ ଚାଲିବ। ଶୀତ ଅଧିବେଶନର ପ୍ରଥମ ଦିନରେ ରାଜ୍ୟପାଳଙ୍କ ଅଭିଭାଷଣ ପରେ ବର୍ଷ ୨୦୨୦-୨୧ ପାଇଁ  ଅତିରିକ୍ତ ବଜେଟ୍ ଉପସ୍ଥାପନ କରାଯିବ। ୨୦୨୦-୨୧ ଆର୍ଥିକ ବର୍ଷର ପ୍ରଥମ ଅତିରିକ୍ତ ବଜେଟ୍ ଆଗତ ହେବ।

Also Read |

Share this: