ରାଜ୍ୟରେ ଆଜି ୯ କରୋନା ଜନିତ ମୃତ ,ମୃତ୍ୟୁ ସଂଖ୍ୟା ୩୬୨କୁ ବୃଦ୍ଧି

Share this:

ଭୁବନେଶ୍ଵର: ରାଜ୍ୟରେ ଆଜି ୯ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି। ଏଥିସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୬୨କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଆଜି,ଗଞ୍ଜାମଜିଲ୍ଲାରୁ ୩ ଜଣ ,ରାୟଗଡା ଜିଲ୍ଲାରୁ ୨ ଜଣ ପ୍ରାଣ ହରାଇଥିବା ବେଳେ,ଖୋର୍ଦ୍ଧା ଜିଲ୍ଲାର ଭୁବନେଶ୍ଵରରୁ,ବାଲେଶ୍ଵର,ସମ୍ବଲପୁର ଓ ମାଲକାନଗିରି ଜିଲ୍ଲାରୁ ଜଣେ ଲେଖାଏଁ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି।

Share this:

Leave a Reply

Your email address will not be published. Required fields are marked *