Odisha : ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ କରୋନା ଆକ୍ରାନ୍ତ

Share this:

ଭୁବନେଶ୍ଵର: ଓଡ଼ିଶା (Odisha) ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ (Prof. Ganeshi Lal) କରୋନା ଆକ୍ରାନ୍ତ। ରାଜ୍ୟପାଳଙ୍କ ପତ୍ନୀ ତଥା ରାଜ୍ୟର ପ୍ରଥମ ମହିଳା କରୋନା ଆକ୍ରାନ୍ତ ହୋଇଥିବା ସୂଚନା ରାଜ୍ୟପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ଟୁଇଟ୍ କରି ଦିଆଯାଇଛି।

ଏ ନେଇ ଖବର ପାଇବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ କରି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।

Also Read : Lahore News: ପ୍ରଧାନମନ୍ତ୍ରୀ ମୋଦୀ ଏବଂ ଅଭିନନ୍ଦନଙ୍କ ପୋଷ୍ଟର ଲାହୋର ସହରରେ ଛାଇଯାଇଛି

Share this: