Odisha Weather Report Updates: ଆସନ୍ତା ୨ଦିନ ରାଜ୍ୟରେ ପାଗ ଶୁଖିଲା ରହିବ

Share this:

ଭୂବନେଶ୍ଵର: Odisha Weather Latest Report Updates ରାଜ୍ୟରେ ବର୍ତ୍ତମାନ ତାପମାତ୍ରା ବୃଦ୍ଧି ପାଇବା ସହ ଗୁଳୁଗୁଳି ଅନୁଭୂତ ହେଉଛି। କାରଣ ମୌସୁମୀ ନିମ୍ନ ଚାପରେଖା ତାର ସାଧାରଣ ଅବସ୍ଥାନଠାରୁ ଉତ୍ତରରେ ରହିଛି। ଅନ୍ୟପକ୍ଷରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ଅଞ୍ଚଳରେ ବିଜୁଳି ଘଡଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି।

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଜଗତ୍‍ସିଂହପୁର, କଟକ, କେନ୍ଦ୍ରାପଡ଼ା, ଭଦ୍ରକ, ଯାଜପୁର, ଢେଙ୍କାନାଳ, ଅନୁଗୁଳ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲାରେ କେତେକ ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ଥିବାରୁ ଏହିସବୁ ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଆଗାମୀ ୨ ଦିନ ପର୍ଯ୍ୟନ୍ତ ରାଜରେ ପାଗ ଶୁଖିଲା ରହିବ ବୋଲି ପାଣିପାଗ କେନ୍ଦ୍ରପକ୍ଷରୁ ସୂଚନା ମିଳିଛି।

Read Also | ପ୍ରଧାନମନ୍ତ୍ରୀ ମୋଦୀ ବିଶ୍ଵର ସର୍ବାଧିକ ଲୋକପ୍ରିୟ ନେତା: Morning Consult survey

[amazon_auto_links id=”9939″]

Share this:

Leave a Reply

Your email address will not be published. Required fields are marked *