Weather Report: ଓଡ଼ିଶାରେ ହେବ ପ୍ରବଳ ବର୍ଷା

Share this:

ଭୁବନେଶ୍ଵର: Weather Report ଆସନ୍ତା ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ମାଲକାନଗିରି, କୋରାପୁଟ,ରାୟଗଡା ଓ ଗଜପତି ଜିଲ୍ଲାରୁ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ଓଡ଼ିଶା ଉପକୂଳବର୍ତ୍ତୀ ଜିଲ୍ଲା ମାନଙ୍କରେ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି।

Share this:

Leave a Reply

Your email address will not be published. Required fields are marked *