Odisha Weather Report Today: ଘଡଘଡି ସହ କାଳବୈଶାଖୀ, ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣଂ

Share this:

ଭୁବନେଶ୍ଵର: Odisha Weather Report Today ସମଗ୍ର ଓଡ଼ିଶାରେ ଗ୍ରୀଷ୍ମପ୍ରବାହ ଜାରି ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘଡ଼ଘଡ଼ି ସହ କାଳବୈଶାଖୀ ହେବା ନେଇ ୫ଜିଲ୍ଲାକୁ ୟେଲୋ ୱାର୍ଣ୍ଣଂ ଜାରିକରାଯାଇଛି।

 

ସୂଚନା ଅନୁସାରେ କୋରାପୁଟ, ରାୟଗଡ଼ା, ଗଜପତି, କେନ୍ଦୁଝର ଓ ମୟୂରଭଞ୍ଜ ଏହି ୫ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣଂ ଜାରି କରାଯାଇଛି। ଏଥିସହିତ କନ୍ଧମାଳ, ଗଞ୍ଜାମ, ବଲାଙ୍ଗିର, ବାଲେଶ୍ୱର, ନବରଙ୍ଗପୁର ଏବଂ କଳାହାଣ୍ଡି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ିସହ ସ୍ୱଳ୍ପ ବୃଷ୍ଟିପାତ ହେବାର ସମ୍ଭାବନା ରହିଛି ବୋଲି ସୂଚନା ମିଳିଛି।

Read Also |Covid Cases Odisha: ୧୩ କରୋନା ପଜିଟିଭ ଓଡିଶାରୁ ଚିହ୍ନଟ

Share this:

Leave a Reply

Your email address will not be published. Required fields are marked *