Odisha Weather Report: ୧୭ ଜିଲ୍ଲାରେ କାଳବୈଶାଖୀ ବର୍ଷା ସମ୍ଭାବନା

Share this:

ଭୁବନେଶ୍ଵର:ରାଜ୍ୟର କେତେକ ଅଞ୍ଚଳରେ ଆଜି କାଳବୈଶାଖୀ ବର୍ଷା ହୋଇଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‍ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଅନୁଗୁଳ, କନ୍ଧମାଳ ଓ ରାୟଗଡ଼ା ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଛି। ଘଣ୍ଟାପ୍ରତି ୪୦ ରୁ ୫୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ଥିବା ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

[amazon_auto_links id=”9939″]

Also Read | Corona Virus: ଏହି ଦୁଇଟି ବ୍ଲଡ଼ଗୃପରେ କରୋନା ହେବାର ଆଶଙ୍କା ଅଧିକ, CSIR ଅନୁସନ୍ଧାନରେ ପ୍ରକାଶ

Share this:

Leave a Reply

Your email address will not be published.