Odisha Weather Report : ପ୍ରବଳ ବର୍ଷା; ସାତ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

Share this:

ଭୁବନେଶ୍ୱର (ବ୍ୟୁରୋ): Odisha Weather Latest Report Updates ଉତ୍ତର ପଶ୍ଚିମ ବଙ୍ଗୋପସାଗର ପାଶ୍ୱର୍ବର୍ତ୍ତୀ ଉତ୍ତର ଓଡ଼ିଶା (Odisha) ଏବଂ ପଶ୍ଚିମବଙ୍ଗ (West Bengal) ଉପକୂଳରେ ଲଘୁଚାପ ସକ୍ରିୟ ରହିଛି। ଫଳରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ଜାରି ରହିଛି।

ଆଜି ପାଇଁ ରାଜ୍ୟରେ ବଲାଙ୍ଗିର, ବରଗଡ଼, ସୋନପୁର, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ ଦେବଗଡ଼ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।


ସେହିପରି ଆସନ୍ତା ୨୪ ଘଣ୍ଟା ମଧ୍ୟରେ କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗିର, ବରଗଡ଼, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।


[amazon_auto_links id=”10233″]

Read Also | Odisha Plus 2 Class: ଆସନ୍ତା ୨୨ରୁ +2 ଛାତ୍ରଛାତ୍ରୀଙ୍କ ପାଠପଢ଼ା ଆରମ୍ଭ

Share this:

Leave a Reply

Your email address will not be published. Required fields are marked *