Odisha Weather Report:୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ସମ୍ଭାବନା; ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ଵର: ରାଜ୍ୟର କେତେକ ଅଞ୍ଚଳରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ କାଳବୈଶାଖୀ ଓ ବଜ୍ରପାତର ସମ୍ଭାବନା ରହିଥିବା ଭୁବନେଶ୍ୱର (Bhubaneswar) ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏକ ସତର୍କ ସୂଚନା ଜାରି କରାଯାଇଛି।
ସ୍ୱତନ୍ତ୍ର ରିଲିଫ୍ କମିଶନର ରାଜ୍ୟର ୧୭ଟି ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି। ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ବାଲେଶ୍ୱର, ଯାଜପୁର, ଭଦ୍ରକ, ନୂଆପଡ଼ା, ବଲାଙ୍ଗୀର, ସୋନପୁର, କଳାହାଣ୍ଡି ଏବଂ ବୌଦ୍ଧ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆକଳନ କରିଛି ଯେ ଶନିବାର ଢେଙ୍କାନାଳ, ଅନୁଗୋଳ, କନ୍ଧମାଳ, ରାୟଗଡା, କୋରାପୁଟ, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଛି। ଅଧିକ ବଜ୍ରପାତ ଓ ବର୍ଷାକୁ ଲକ୍ଷ୍ୟ କରି ପାଣିପାଗ କେନ୍ଦ୍ର ଅନୁଗୋଳ, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ବାଲେଶ୍ଵର, ଭଦ୍ରକ, ଯାଜପୁର କେନ୍ଦ୍ରାପଡା ଏବଂ କଟକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି। ରବିବାର ବୌଦ୍ଧ, ଅନୁଗୋଳ, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର ଓ ସୁନ୍ଦରଗଡ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହିତ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
RECOMMENDED DEALS
American Tourister Ivy Polypropylene 68 cms Black Hardsided Check-in Luggage (FO1 (0) 09 002)
₹ 3,069.00 (as of n/a - More infoProduct prices and availability are accurate as of the date/time indicated and are subject to change. Any price and availability information displayed on [relevant Amazon Site(s), as applicable] at the time of purchase will apply to the purchase of this product.)Hornbull Buttler Black Mens Leather Wallet – Premium Quality Leather Wallet for Mens & RFID Blocking Genuine Leather Mens Wallet
₹ 471.00 (as of n/a - More infoProduct prices and availability are accurate as of the date/time indicated and are subject to change. Any price and availability information displayed on [relevant Amazon Site(s), as applicable] at the time of purchase will apply to the purchase of this product.)GoTrippin Metal Luggage Weighing Scale Digital (Silver_ELS)
₹ 798.00 (as of n/a - More infoProduct prices and availability are accurate as of the date/time indicated and are subject to change. Any price and availability information displayed on [relevant Amazon Site(s), as applicable] at the time of purchase will apply to the purchase of this product.)SAFARI 15 Ltrs Sea Blue Casual/School/College Backpack (DAYPACKNEO15CBSEB)
₹ 288.00 (as of n/a - More infoProduct prices and availability are accurate as of the date/time indicated and are subject to change. Any price and availability information displayed on [relevant Amazon Site(s), as applicable] at the time of purchase will apply to the purchase of this product.)TP-Link USB Bluetooth Adapter for PC 4.0 Bluetooth Dongle Receiver Support Windows 10/8.1/8/7/XP for Desktop, Laptop, Mouse, Keyboard, Printers, Headsets, Speakers, PS4/ Xbox Controllers (UB400)
₹ 489.00 (as of April 13, 2021 - More infoProduct prices and availability are accurate as of the date/time indicated and are subject to change. Any price and availability information displayed on [relevant Amazon Site(s), as applicable] at the time of purchase will apply to the purchase of this product.)Also Read | Emergency Number 112: ଆମ୍ବୁଲାନ୍ସ, ପୁଲିସ ଏବଂ ଦମକଳ ସେବାପାଇଁ ବର୍ତ୍ତମାନ ଗୋଟିଏ ନମ୍ବର