Breaking Newsଓଡ଼ିଶାପାଣିପାଗ

Weather Report Odisha: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୯ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା

Share this:

ଭୁବନେଶ୍ଵର: Weather Report Odisha ଓଡ଼ିଶାରେ ତାପମାତ୍ରା ଦିନକୁ ଦିନ ବୃଦ୍ଧି ପାଉଛି। ଏଥିସହିତ ଗ୍ରୀଷ୍ମପ୍ରବାହ ମଧ୍ୟ ଜାରି ରହିଛି। ଗତକାଲି ଟିଟିଲାଗଡ (Titilagargh) ରାଜ୍ୟର ଉତ୍ତପ୍ତ ସହର ଥିଲା ଏବଂ  ଠାରେ ସର୍ବାଧିକ ତାପମାତ୍ରା ୪୧.୪ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି।

ଭୁବନେଶ୍ଵରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ କୋରାପୁଟ, ରାୟଗଡା, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, କୋରାପୁଟ, ରାୟଗଡା ଓ ଗଜପତି ଜିଲ୍ଲାର କେତେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି।

Share this:

Leave a Reply

Your email address will not be published. Required fields are marked *