Breaking NewsCORONA UPDATESଓଡ଼ିଶା

ଖଣ୍ଡପଡ଼ା ବିଧାୟକ ତଥା ଦୈନିକ ସମ୍ବାଦର ସଂପାଦକ ସୌମ୍ୟରଞ୍ଜନ ପଟ୍ଟନାୟକ କରୋନାରେ ଆକ୍ରାନ୍ତ

Share this:

ଭୁବନେଶ୍ଵର: ଖଣ୍ଡପଡ଼ା ବିଧାୟକ ତଥା ଦୈନିକ ସମ୍ବାଦର ସଂପାଦକ ସୌମ୍ୟରଂଜନ ପଟ୍ଟନାୟକ କରୋନାରେ ଆକ୍ରାନ୍ତ ହୋଇଛନ୍ତି।

ସୌମ୍ୟରଂଜନ ପଟ୍ଟନାୟକ ନିଜେ ଟ୍ଵିଟ୍ କରି ଏହି ସୂଚନା ଦେଇଛନ୍ତି। ସେ ଟୁଇଟ୍ କରି କହିଛନ୍ତି, ‘ମୁଁ ଆଜି କରୋନା ପଜିଟିଭ ହେଇଥିବା କଥା ଜଣାପଡ଼ିଛି। ମୁଁ ସୁସ୍ଥ ଅଛି। ଗତ ସପ୍ତାହରେ ମୋ ସଂସ୍ପର୍ଶରେ ଆସିଥିବା ବନ୍ଧୁମାନଙ୍କୁ ଡାକ୍ତରୀ ପରାମର୍ଶ ନେବାପାଇଁ ଅନୁରୋଧ କରୁଛି।’

FROM THE WEB

Share this: