Angul News: ଅନୁଗୋଳ ମଦ ମୃତ୍ୟୁ ଘଟଣାର ତଦନ୍ତ ନିର୍ଦ୍ଦେଶ, ୫ ଜଣକୁ କୋର୍ଟ ଚାଲାଣ

ବନ୍ତଳା (ମହିମା ଲାଇଭ ବ୍ୟୁରୋ): ଅନୁଗୋଳ ଜିଲ୍ଲା ପୁରୁଣାକୋଟ ଥାନା ପଥରଗଡ଼ ଗାଁରେ ମଦ ମୃତ୍ୟୁ ଘଟଣାରେ ୪ଜଣଙ୍କ  ମୃତ୍ୟୁ ପରେ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ Read more