ମିତ୍ରଭାନୁ ଗୌନ୍ତିଆଙ୍କ ଗାଁ ବିଲୁଙ୍ଗକୁ ‘ରଙ୍ଗବତୀ ବିଲୁଙ୍ଗ’ ନାଁରେ ନାମିତ କରାଯିବା ସଙ୍ଗୀତ ଏବଂ ଗୀତିକାରଙ୍କୁ ସମ୍ମାନ-ଧର୍ମେନ୍ଦ୍ର ପ୍ରଧାନ
ରଙ୍ଗବତୀ ଗୀତର ଗୀତିକାର ପଦ୍ମଶ୍ରୀ ମିତ୍ରଭାନୁ ଗୌନ୍ତିଆଙ୍କ ଗାଁ ବିଲୁଙ୍ଗକୁ ‘ରଙ୍ଗବତୀ ବିଲୁଙ୍ଗ’ ନାଁରେ ନାମିତ କରାଯିବା ଏହି ସଙ୍ଗୀତ ଏବଂ ଗୀତିକାରଙ୍କୁ ଉପଯୁକ୍ତ ସମ୍ମାନ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।
Read more