୨ରୁ ୧୮ ବର୍ଷ ବୟସ୍କଙ୍କ ପାଇଁ କୋଭାକ୍ସିନର କ୍ଲିନିକାଲ ପରୀକ୍ଷଣକୁ DCGI ର ମଞ୍ଜୁରି, ୫୨୫ଜଣ ସୁସ୍ଥ ସ୍ୱେଛାସେବୀ ନେବେ ଭାଗ

ନୂଆଦିଲ୍ଲୀ: ଦେଶର ଜାତୀୟ ନିୟନ୍ତ୍ରକ ଡ୍ରଗ୍ସ କଣ୍ଟ୍ରୋଲର ଜେନେରାଲ ଅଫ ଇଣ୍ଡିଆ (DCGI) ଧ୍ୟାନ ସହକାରେ ପରୀକ୍ଷା କରିବା ପରେ ବିଷୟ ବିଶେଷଜ୍ଞ ସମିତି (SEC) ର Read more