Odisha:ରାଜ୍ୟ ସରକାରୀ ଚାକିରି ପାଇଁ ସର୍ବୋଚ୍ଚ ବୟସସୀମା ବୃଦ୍ଧି କରାଯାଉ; ଅନ୍ୟ ରାଜ୍ୟରେ ୪୫ ବର୍ଷ, ଓଡ଼ିଶାରେ ୩୨

ଭୁବନେଶ୍ୱର (ମହିମା ଲାଇଭ ବ୍ୟୁରୋ): ଓଡ଼ିଶାରେ ସରକାରୀ ନିଯୁକ୍ତି ସଙ୍କୁଚିତ ହୋଇଥିବାବେଳେ ବହୁ  ମେଧାବୀ ଛାତ୍ରଛାତ୍ରୀ ବୟସ ସୀମା ପାର ହୋଇଯାଉଥିବାରୁ ନିଜ ମନପସନ୍ଦର ଚାକିରିଟିଏ ପାଇପାରୁନାହାନ୍ତି। Read more