ଭାରତୀୟ ଜ୍ୟୋର୍ତିବିଜ୍ଞାନୀଙ୍କ ଦ୍ୱାରା ସୁଦୂର ଅନ୍ତରୀକ୍ଷରେ ଥିବା ବ୍ରହ୍ମାଣ୍ଡର ଅନ୍ୟତମ ତାରକାପୁଞ୍ଜ ଆବିଷ୍କୃତ

ପୁନେ:ଭାରତୀୟ ଜ୍ୟୋର୍ତିବିଜ୍ଞାନୀମାନଙ୍କୁ ଏକ ଉଲ୍ଲେଖନୀୟ ସଫଳତା ମିଳିଛି। ସୁଦୂର ଅନ୍ତରୀକ୍ଷରେ ଥିବା ବ୍ରହ୍ମାଣ୍ଡର ଅନ୍ୟତମ ଏକ ତାରକାପୁଞ୍ଜକୁ ଆବିଷ୍କାର କରିବାରେ ସେମାନେ ସଫଳ ହୋଇଛନ୍ତି। ଆଜି ଏଠାରେ Read more