bank manager

ଓଡ଼ିଶା

ବୃଦ୍ଧାଙ୍କୁ ଖଟିଆରେ ଘୋଷାଡ଼ି ଘୋଷାଡ଼ି ନେବା ଘଟଣା ରେ ଉତ୍କଳ ଗ୍ରାମ୍ୟ ବ୍ୟାଙ୍କ ମ୍ୟାନେଜର ନିଲମ୍ବିତ

ଜଣେ ଶତାୟୁ ବୃଦ୍ଧା ଲଭେ ବଘେଲ୍‌ଙ୍କୁ ଜନଧନ ଯୋଜନାରେ ମିଳିଥିବା ଟଙ୍କା ଉଠାଣ ପାଇଁ ବ୍ୟକ୍ତିଗତ ଭାବେ ବ୍ୟାଙ୍କରେ ହାଜର ହେବା ନିମନ୍ତେ ବ୍ରାଞ୍ଚ ମ୍ୟାନେଜର କହିଥିଲେ। Read More