ମଲ୍ ଏବଂ ମଦ ଦୋକାନ ଖୋଲିପାରେ, ତେବେ ମନ୍ଦିର କାହିଁକି ନୁହେଁ? ସୁପ୍ରିମକୋର୍ଟ ମହାରାଷ୍ଟ୍ର ସରକାରଙ୍କୁ ଏପରି ପ୍ରଶ୍ନ କରିଛନ୍ତି
ନୂଆଦିଲ୍ଲୀ :ଜୈନ ସମ୍ପ୍ରଦାୟର ମନ୍ଦିର ଖୋଲିବାକୁ ଥିବା ଏକ ଆବେଦନ ଉପରେ ଶୁଣାଣି ବେଳେ ସୁପ୍ରିମକୋର୍ଟ ପ୍ରଶ୍ନ ଉଠାଇଛନ୍ତି। ମହାରାଷ୍ଟ୍ର ସରକାରଙ୍କ ମନୋଭାବ ଉପରେ ସୁପ୍ରିମକୋର୍ଟ ପ୍ରଶ୍ନ
Read more