NRA ଚାକିରି ଆଶାୟୀ ଓ ଆର୍ଥିକ ଦୁର୍ବଳ ଶ୍ରେଣୀର ଛାତ୍ରଛାତ୍ରୀଙ୍କୁ ସାହାଯ୍ୟ କରିବ:କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ନୂଆଦିଲ୍ଲୀ:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ବୁଧବାର ବସିଥିବା କ୍ୟାବିନେଟ୍ ବୈଠକରେ ପାରିତ ହୋଇଥିବା ନ୍ୟାସନାଲ୍ ରିକ୍ରୁଇଟମେଣ୍ଟ ଏଜେନ୍ସି ଗଠନ(NRA)ର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିକୁ ସ୍ୱାଗତ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର
Read more