Corona Virus: ସାରା ଦେଶରେ କିପରି ହେଉଛି କରୋନା ଭୂତାଣୁର ନିରୀକ୍ଷଣ

ନୂଆଦିଲ୍ଲୀ: ଦେଶରେ କରୋନା (Corona) କିମ୍ବା ଅନ୍ୟ କୌଣସି ସଂକ୍ରାମକ ରୋଗରେ ସଂକ୍ରମିତ ହୋଇଥିବା ଲୋକମାନଙ୍କୁ ଚିହ୍ନଟ କରିବା ଲାଗି ସରକାର ଅନେକଗୁଡ଼ିଏ ପଦକ୍ଷେପ ଗ୍ରହଣ କରିଛନ୍ତି। Read more