Covid-19 Vaccine:୧୦ ଲକ୍ଷ ସ୍ୱାସ୍ଥ୍ୟକର୍ମୀଙ୍କୁ ଶୀଘ୍ର ପ୍ରତିଷେଧକ ଟିକା ଦେବାରେ ଭାରତ ପ୍ରଥମ ରାଷ୍ଟ୍ର : ଅକ୍ସଫୋର୍ଡ଼ ବିଶ୍ୱବିଦ୍ୟାଳୟ
ନୂଆଦିଲ୍ଲୀ:ଭାରତରେ ଗତକାଲିସୁଦ୍ଧା ୧୦ ଲକ୍ଷରୁ ଅଧିକ ସ୍ୱାସ୍ଥ୍ୟକର୍ମୀଙ୍କୁ କୋଭିଡ୍ ପ୍ରତିଷେଧକ ଟିକା (Covid-19 Vaccine) ପ୍ରଦାନ କରାଯାଇଥିବା ସୂଚନା ମିଳିଛି। ଅକ୍ସଫୋର୍ଡ଼ ବିଶ୍ୱବିଦ୍ୟାଳୟରୁ ମିଳିଥିବା ତଥ୍ୟ ଅନୁସାରେ
Read More
