Covid19 India Updates: ଦେଶରେ କୋଭିଡ୍‍ ଆରୋଗ୍ୟ ହାର ୮୯ ପ୍ରତିଶତରୁ ଅଧିକ

ନୂଆଦିଲ୍ଲୀ: ଦେଶରେ କୋଭିଡ୍‍ (Covid-19)  ଆରୋଗ୍ୟ ହାର ଶତକଡ଼ା ୮୯ ଭାଗକୁ ଅତିକ୍ରମକରିଛି। ଗତ ୨୪ ଘଣ୍ଟା ମଧ୍ୟରେ ୭୯ ହଜାରରୁ ଅଧିକ ଲୋକ ଆରୋଗ୍ୟଲାଭ କରିଛନ୍ତି। Read more