Diwali: ବିନ୍ଦୁସାଗରରେ ଏବର୍ଷ ପୟାଶ୍ରାଦ୍ଧ ଓ ପିଣ୍ଡଦାନ ନିଷେଧ; ସାକ୍ଷୀଗୋପାଳରେ ଅଁଳା ନବମୀ ଦର୍ଶନକୁ ବନ୍ଦ

ଭୁବନେଶ୍ଵର:  ଆସନ୍ତା କାଲି ଦୀପାବଳି (Diwali) ଅମାବାସ୍ୟା ଅବସରରେ ପୁରୀ ଶ୍ରୀମନ୍ଦିର (Puri Srimandir) ସମ୍ମୁଖ ସିଂହଦ୍ୱାର ନିକଟରେ କାଉଁରିଆ କାଠି ଜଳାଇ ବଡ଼ବଡ଼ିଆ ଡାକିବା ନିମନ୍ତେ Read more