Banking New Rule: କୌଣସି ରାଷ୍ଟ୍ରାୟତ୍ତ ବ୍ୟାଙ୍କ ଟଙ୍କା ଜମା ଓ ଉଠାଣ ସର୍ଭିସ ଚାର୍ଜ ବୃଦ୍ଧି କରିନାହାନ୍ତି: ଅର୍ଥ ମନ୍ତ୍ରଣାଳୟ

ନୂଆଦିଲ୍ଲୀ: କେତେକ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ସେବାଶୁଳ୍କ ବା ସର୍ଭିସ ଚାର୍ଜ (Service Charge) ଅତ୍ୟଧିକ ବୃଦ୍ଧି କରିଥିବା ସଂପର୍କରେ ଗଣମାଧ୍ୟମରେ ରିପୋର୍ଟ ପ୍ରକାଶ ପାଇଛି। ଏହି ପ୍ରସଙ୍ଗରେ Read more