ଗତ ୨୪ ଘଣ୍ଟାରେ ୩୫ ହଜାର କରୋନା ସଂକ୍ରମିତ ସୁସ୍ଥ , ମୋଟ ଆରୋଗ୍ୟଙ୍କ ସଂଖ୍ୟା ୧୦ ଲକ୍ଷ ପାଖାପାଖି
ନୂଆଦିଲ୍ଲୀ : କରୋନା ମୁକାବିଲା ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟସରକାର ଗୁଡିକ ପକ୍ଷରୁ ଗ୍ରହଣ କରାଯାଇଥିବା ସମନ୍ୱିତ ପରୀକ୍ଷା, ଚିହ୍ନଟ, ଚିକିତ୍ସା ରଣନୀତି ଯୋଗୁଁ ଦେଶରେ ଆକ୍ରାନ୍ତଙ୍କ ମୃତ୍ୟୁହାର
Read More