Weather Report: ଆଗାମୀ୨୪ ଘଣ୍ଟାରେ ୧୩ ଜିଲ୍ଲାରେ ପ୍ରବଳ ବର୍ଷା
ଭୁବନେଶ୍ଵର: ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରବାହରେ ରାଜ୍ୟରେ ଗତକାଲିଠାରୁ ବର୍ଷା ଲାଗି ରହିଛି। ଦକ୍ଷିଣ ଓଡ଼ିଶା ଉପକୂଳରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ପାଶ୍ୱର୍ବର୍ତ୍ତୀ
Read more