Matric Examination odisha 2022: ଅପ୍ରିଲ ୨୯ରୁ ମାଟ୍ରିକ ପରୀକ୍ଷା, ନିଜ ସ୍କୁଲରେ ହେବ ସେଣ୍ଟର

ଭୁବନେଶ୍ଵର: Matric Examination odisha 2022 ଚଳିତ ବର୍ଷ ମାଟ୍ରିକ୍‍ ପରୀକ୍ଷା ନେଇ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି। Read more