କରୋନା ମହାମାରୀର ଚିକିତ୍ସା ନଥିବାରୁ ସତର୍କତା ହିଁ ଏକମାତ୍ର ମାର୍ଗ : ଡିଏମଇଟି
ଭୁବନେଶ୍ୱର : ଭାରତ ସରକାରଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନ ପତ୍ର ସୂଚନା କାର୍ଯ୍ୟାଳୟ(ପିଆଇବି), ଭୁବନେଶ୍ୱର ପକ୍ଷରୁ “କୋଭିଡ-୧୯ ପରିଚାଳନାରେ ଅଗ୍ରଣୀ ଯୋଦ୍ଧାମାନଙ୍କ ଭୂମିକା” ଶୀର୍ଷକ ୱେବିନାର ଅନୁଷ୍ଠିତ ହୋଇଯାଇଛି।
Read More