Oxygen:ନାଇଟ୍ରୋଜେନ୍ ପ୍ଲାଣ୍ଟଗୁଡ଼ିକୁ ଅକ୍ସିଜେନ୍ ପ୍ଲାଣ୍ଟରେ ପରିବର୍ତ୍ତିତ କରିବା କାର୍ଯ୍ୟର ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: କୋଭିଡ-୧୯ ମହାମାରୀ (Covid-19 Pandemic) ପରିସ୍ଥିତି କାରଣରୁ ମେଡ଼ିକାଲ ଅକ୍ସିଜେନ (Medical Oxygen) ଆବଶ୍ୟକତାକୁ ଦୃଷ୍ଟିରେ ରଖି ଭାରତ ସରକାର ବର୍ତ୍ତମାନର ନାଇଟ୍ରୋଜେନ (Nitrogen) ପ୍ଲାଣ୍ଟଗୁଡ଼ିକୁ Read more