ଓଏଏସ୍ ବିଭୂ ପ୍ରସାଦ ଷଡ଼ଙ୍ଗୀଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ରାଜ୍ୟ ସରକାର

ଭୁବନେଶ୍ଵର: ପୂର୍ବତନ ଆୟୁଷ ନିର୍ଦେଶକ ଓଏଏସ୍ ବିଭୂ ପ୍ରସାଦ ଷଡ଼ଙ୍ଗୀଙ୍କୁ  ରାଜ୍ୟ ସରକାର ବାଧ୍ୟତାମୂଳକ ଅବସର ଦେଇଛନ୍ତି। ପୂର୍ବରୁ ତାଙ୍କୁ ଆୟୁଷ ନିର୍ଦ୍ଦେଶକ ପଦରୁ ନିଲମ୍ବିତ କରାଯାଇଥଲା। Read more