Odisha By-Election: ବାଲେଶ୍ୱର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ଆଜି ପ୍ରଚାରର ଶେଷଦିନ, ୩ରେ ମତଦାନ

ଭୁବନେଶ୍ଵର (mahimalive): ରାଜ୍ୟରେ ବାଲେଶ୍ୱର ସଦର (Baleswar Sadar) ଏବଂ ତିର୍ତ୍ତୋଲ (Tirtol) ଉପନିର୍ବାଚନ ଆସନ୍ତା ୩ ତାରିଖରେ ହେବାକୁ ଥିବାବେଳେ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। Read more