Weather Report: ଆଜି ଓଡ଼ିଶାରେ ପ୍ରବଳ ବର୍ଷା, ପବନର ବେଗ ଘଣ୍ଟା ପ୍ରତି ୬୫ କିଲୋମିଟର ହୋଇପାରେ
ଭୁବନେଶ୍ଵର: ଆଣ୍ଡାମାନରେ ସୃଷ୍ଟ ଲଘୁଚାପ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତରେ ପରିଣତ ହେବା ପରେ ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରୁଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ
Read More
